30.1 C
Bhubaneswar
Friday, June 20, 2025
Homeଓଡିଶାଖୁବଶୀଘ୍ର ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ: ମନ୍ତ୍ରୀ

ଖୁବଶୀଘ୍ର ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ: ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରରେ ଡ୍ରୋନ ଉଡିବା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ୱ ଦେଉଛନ୍ତି । ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ ଟେକନୋଲୋଜି ପ୍ରକ୍ରିୟା ଆରମ୍ଭ କରିଛୁ । ଖୁବଶୀଘ୍ର ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବ । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking