ଭୁବନେଶ୍ୱର: ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର । କଲେଜ ଓ ବିଶ୍ୱ ବିଦ୍ୟାଳୟର ଜଣେ ଅଧ୍ୟାପକ/ ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ୱ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ ସୂରଜ । ସପ୍ତାହେ ବ୍ୟାପୀ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ହେବ ଆଲୋଚନା । ଯୋଗ, ଶାରୀରିକ ଦକ୍ଷତା, ପୁଷ୍ଟିକର ଖାଦ୍ୟା ଉପରେ ଗୁରୁତ୍ୱ ଦିଆଯିବ ।










