ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେଲେ ଅନୁ ଗର୍ଗ

ଭୁବନେଶ୍ୱର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ଅନୁ ଗର୍ଗ । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ନେଲେ ଦାୟିତ୍ୱ । ୪୭ ତମ ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଅନୁ ଗର୍ଗଙ୍କ ସାମ୍ନାରେ ଅନେକ ଆହ୍ୱାନ ରହିଛି । ସମୃଦ୍ଧ ଓଡିଶା ଗଠନ ଦିଗରେ ପ୍ରମୁଖ ଭୂମିକା ରହିବ … Continue reading ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେଲେ ଅନୁ ଗର୍ଗ