27.1 C
Bhubaneswar
Thursday, June 27, 2024
Homeଓଡିଶାଆସନ୍ତା ୨୪ରୁ ଓଟିଇଟି ପାଇଁ ଆବେଦନ ଆରମ୍ଭ

ଆସନ୍ତା ୨୪ରୁ ଓଟିଇଟି ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ରୁ ଓଟିଇଟି ପାଇଁ ପ୍ରାର୍ଥୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ଜୁଲାଇ ୫ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲିବ। ପ୍ରାର୍ଥୀମାନେ www.bseodisha.ac.inକୁ ଯାଇ ଅନଲାଇନ୍ ଆବେଦନ କରିପାରିବେ। ଅଗଷ୍ଟ ୨ ତାରିଖରେ ପ୍ରାର୍ଥୀମାନେ ଆଡମିଟ୍ କାର୍ଡ ପାଇବେ। ଅଗଷ୍ଟ ୯ ତାରିଖରେ ପରୀକ୍ଷା ହେବ। ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବ। ସେହିପରି ଦ୍ୱିତୀୟ ପେପର ପରୀକ୍ଷା ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking