30.1 C
Bhubaneswar
Tuesday, February 10, 2026
Homeଓଡିଶା୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

ଭୁବନେଶ୍ୱର: ୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଅନୁମୋଦନ । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସଏଲଡବ୍ଲ୍ୟୁଏସସିଏ) ବୈଠକରେ ମଞ୍ଜୁରୀ ମିଳିଛି । ପ୍ରସ୍ତାବଗୁଡ଼ିକର ମୋଟ ବିନିଯୋଗ ପରିମାଣ ୪,୧୧୧.୮୦ କୋଟି ଟଙ୍କା । ଏହା ଦ୍ୱାରା ୯,୯୨୪ଟି ନିଯୁକ୍ତି ଚାକିରି ସୃଷ୍ଟି ହେବ । ଏହି ପ୍ରକଳ୍ପଗୁଡ଼ିକ ୧୧ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବ । ବାଲେଶ୍ୱର, ଭଦ୍ରକ, କଟକ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, କୋରାପୁଟ, ପୁରୀ, ସମ୍ବଲପୁର ସୁନ୍ଦରଗଡ଼ରେ କାର୍ଯ୍ୟକାରୀ ହେବ । ଏହା ଶିଳ୍ପ ପରିବେଶକୁ ସମୃଦ୍ଧ ଓ ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking