ଜେଲ୍‌ରେ ସାବିତ୍ରୀ ବ୍ରତ ପାଳିଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ଜେଲରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି ଅର୍ଚ୍ଚନା ନାଗ । ହନିଟ୍ରାପ୍ ଓ ବ୍ଲାକମେଲିଂ ମାମଲାରେ ଝାରପଡା ଜେଳରେ ଥିବା ଜଗବନ୍ଧୁ ଚାନ୍ଦଙ୍କ ପତ୍ନୀ ଅର୍ଚ୍ଚନା ନାଗ ସାବିତ୍ରୀ ବ୍ରତ ପାଳନ କରିଛନ୍ତି । ଅର୍ଚ୍ଚନାଙ୍କ ସହ ୨୩ ଜଣ ମହିଳା ଅନ୍ତେବାସୀ ପାଳନ କରିଥିଲେ ସାବିତ୍ରୀ ବ୍ରତ । ଏଥିପାଇଁ ଜେଲ ପକ୍ଷରୁ ସେମାନଙ୍କୁ ନୂଆ ଶାଢ଼ି, ଭୋଗ, ଫଳ, ଶଙ୍ଖା, ସିନ୍ଦୂର ଇତ୍ୟାଦି ପ୍ରଦାନ କରାଯାଇଥିଲା । ଅନ୍ତେବାସୀଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା … Continue reading ଜେଲ୍‌ରେ ସାବିତ୍ରୀ ବ୍ରତ ପାଳିଲେ ଅର୍ଚ୍ଚନା ନାଗ