21.1 C
Bhubaneswar
Wednesday, February 11, 2026
Homeଅପରାଧଜେଇଙ୍କ ହାତଗୋଡ ବାନ୍ଧି ସଶସ୍ତ୍ର ଡକାୟତି

ଜେଇଙ୍କ ହାତଗୋଡ ବାନ୍ଧି ସଶସ୍ତ୍ର ଡକାୟତି

ରାଉରକେଲା : ରାଉରକେଲା ବନ୍ଧମୁଣ୍ଡା ଡିଜେଲ କଲୋନୀରେ ରେଲୱେ ଜେଇ ଦିଲ୍ଲୀପ ପଣ୍ଡାଙ୍କ ଘରୁ ସଶସ୍ତ୍ର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ସହ ଜେଇଙ୍କ ହାତଗୋଡ ବାନ୍ଧି ଲୁଟିନେଇଛନ୍ତି ଦୁର୍ବୃତ୍ତ। ୩୫ଭରିରୁ ଅଧିକ ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍‌‌ ହୋଇଥିବା ସୂଚନା ମିଳିଛି। ଅଭିଯୋଗ ପରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌‌ ଟିମ୍‌‌ ସହ ବନ୍ଧମୁଣ୍ଡା ଥାନା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି। ଶନିବାର ଭୋର ସମୟରେ ଘଟଣା ଘଟିଥିବା ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking