33.1 C
Bhubaneswar
Tuesday, March 31, 2026
Homeଓଡିଶାଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ

ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱରରେ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ୩ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ।  ଭୁବନେଶ୍ବରରେ ପହଞ୍ଚି  ୧୨୦ ବାଟାଲିଅନ ମୁଖ୍ୟାଳୟକୁ ଯିବେ। ୨୮ରେ ସେ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବା କାର୍ୟ୍ୟକ୍ରମ ରହିଛି। ଭୁବନେଶ୍ୱର, ପୁରୀ, ଗୋପାଳପୁରରେ ବିଭିନ୍ନ କାର୍ଯ୍ୟକ୍ରମ ଯୋଗଦେବେ । ଏହାପରେ ସେ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ ଗସ୍ତ କରି ସେଠାରେ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ବୁଲି ଦେଖିବା ସହିତ ପ୍ରଶିକ୍ଷଣ କାର୍ୟ୍ୟ ତଦାରଖ କରିବେ। ୨୯ରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking