28.9 C
Bhubaneswar
Thursday, June 18, 2026
Homeଓଡିଶାମହାପ୍ରଭୁଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ

ମହାପ୍ରଭୁଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ

ପୁରୀ: ପୁରୀରେ ସ୍ଥଳସେନା ମୁଖ୍ୟ। ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ। ସପରିବାର ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ। ଜେନେରାଲ ଉପେନ୍ଦ୍ର ଦ୍ବିବେଦୀଙ୍କ ୩ ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ। ଜଗା ଦର୍ଶନ ସହ ପୁରୀରେ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ଜେନେରାଲ ଦ୍ବିବେଦୀ। ପରେ ଗୋପାଳପୁର ଯିବେ। ସେଠାରେ ଆର୍ମି ଏୟାର ଡିଫେନ୍ସ କଲେଜ୍‌ରେ ସେନା ତାଲିମ ବ୍ୟବସ୍ଥାର ସମୀକ୍ଷା କରିବେ। ତେବେ ଶ୍ରୀଜିଉଙ୍କୁ ଦର୍ଶନ କରି ନିଜ ଖୁସି ବ୍ୟକ୍ତ କରିଛନ୍ତି ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking