୩୭୦ ଧାରା ଉଚ୍ଛେଦ ବୈଧ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ। କେନ୍ଦ୍ର ସରକାରଙ୍କ ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ NC, PDP ସମେତ ଏକାଧିକ ଆବେଦନକାରୀ। ଏହି ମାମଲା ଉପରେ … Continue reading ୩୭୦ ଧାରା ଉଚ୍ଛେଦ ବୈଧ : ସୁପ୍ରିମକୋର୍ଟ