କଳାକାରଙ୍କ କାର ଦୁର୍ଘଟଣାଗ୍ରସ୍ତ; ଜଣେ ମୃତ

ବାରଙ୍ଗ: କଟକ ଜିଲ୍ଲା ତ୍ରିଶୁଳିଆ କୁଆଖିଆ ନଦୀ ପୋଲ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏକ ଟ୍ରକ୍ ସହ କାର୍‌ ର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଥିଲା। ଫଳରେ ଦୁର୍ଘଟଣା ଘଟିଥିଲା ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ … Continue reading କଳାକାରଙ୍କ କାର ଦୁର୍ଘଟଣାଗ୍ରସ୍ତ; ଜଣେ ମୃତ