24.1 C
Bhubaneswar
Wednesday, January 21, 2026
Homeଓଡିଶାଅରବିନ୍ଦଙ୍କ ନିଲମ୍ବନ: ମୁହଁ ଖୋଲିଲେ ନବୀନ

ଅରବିନ୍ଦଙ୍କ ନିଲମ୍ବନ: ମୁହଁ ଖୋଲିଲେ ନବୀନ

ଭୁବନେଶ୍ୱର: ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନାଁ ନ ନେଇ କହିଲେ ଅରବିନ୍ଦଙ୍କ ନିଲମ୍ବନ ପଛର କାରଣ । ଏହି ପ୍ରସଙ୍ଗରେ ନବୀନ କହିଛନ୍ତି ଯେ ମୁଁ ଜଣଙ୍କୁ ବିଶ୍ବାସ କରି ସୁଯୋଗ ଦେଇଥିଲି, କିଛି କାମ କରିବାକୁ । ଆପଣଙ୍କ ନିର୍ବାଚନମଣ୍ଡଳୀ ପାଇଁ ଭଲ କାମ କରିବାକୁ ସୁଯୋଗ ଦେଇଥିଲି । କିନ୍ତୁ ଜାଣିଲି, ପାଟକୁରାବାସୀ ହଇରାଣ ହରକତ ହେଉଛନ୍ତି । ଦଳରେ ରହି ଯିଏ ଆପଣଙ୍କୁ ହଇରାଣ କରିବ ମୁଁ ତାକୁ ଦଳରୁ କାଢ଼ିଦିଏ । ଆପଣମାନଙ୍କ ପାଇଁ ଜଣେ ଭଲ ମୁଖିଆ ଆସିବେ । ନିକଟରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବିତ କରିଥିଲେ ବିଜେଡି ସୁପ୍ରିମୋ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking