26.1 C
Bhubaneswar
Tuesday, March 18, 2025
Homeଅପରାଧଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ

ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ

ଆଠଗଡ଼ : ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ । କିଛି ଦିନ ତଳେ ବହୁ ଚର୍ଚ୍ଚିତ ଆମ୍ବୃତ ମଣୋହି ପାଟଣା ଗ୍ରାମ ବୋମା ମାଡ଼ ଘଟଣାରେ ଫେରାର ରହିଥିଲା ଏହି ଆସାମୀ। ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଉଠାଇ ଆଣିଥିଲା ଆଠଗଡ଼ ପୋଲିସ୍। କିନ୍ତୁ ରାତି ପହିଲା ବେଳକୁ ପୋଲିସ ଆଖିରେ ଧୂଳି ଦେଇ ଖସି ପଳାଇଛି ।ସୂଚନା ଅନୁସାରେ ଜଗି ରହିଥିବା ପୋଲିସ୍ କର୍ମଚାରୀ ଶୋଇ ପଡ଼ିଥିବା ବେଳେ କଏଦୀ ଜଣକ ଥାନାରୁ ଚମ୍ପଟ ମାରିବା କଥା କୁହାଯାଉଛି । ସେପଟେ ପୋଲିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ବେଳେ କଏଦୀଙ୍କ ପତ୍ତା ମିଳୁ ନଥିବା ଜଣା ପଡିଛି। ଆଠଗଡ଼ ଏସଡିପିଓ ଓ ଥାନା ଅଧିକାରୀ ବିଭିନ୍ନ ସ୍ଥାନରେ ଚଢାଉ କରୁଥିବା ସୂଚନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking