25.1 C
Bhubaneswar
Saturday, May 2, 2026
Homeଦେଶ ବିଦେଶପରଲୋକରେ ଆଶା ଭୋସଲେ

ପରଲୋକରେ ଆଶା ଭୋସଲେ

ନୂଆଦିଲ୍ଲୀ: ଆଉ ନାହାନ୍ତି କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ । ରବିବାର ତାଙ୍କର ପରଲୋକ ହୋଇଛି । ଏନେଇ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ଶନିବାର ସନ୍ଧ୍ୟାରେ ହୃଦ୍‌ଘାତ ଯୋଗୁଁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ୯୨ ବର୍ଷୀୟା ଏହି ଗାୟିକାଙ୍କୁ ହସ୍ପିଟାଲ୍‌ର ‘ଇମର୍ଜେନ୍ସି ମେଡିକାଲ୍ ସର୍ଭିସେସ୍ (ଇଏମ୍‌ଏସ୍‌)’ ୟୁନିଟ୍‌ରେ ରଖାଯାଇଥିଲା । ୭ ଦଶନ୍ଧିରୁ ଅଧିକ ସମୟ ଧରି ଭାରତୀୟ ସଙ୍ଗୀତ ଜଗତକୁ ନିଜର ସୁମଧୁର ସ୍ୱରରେ ମନ୍ତ୍ରମୁଗ୍ଧ କରିଥିବା ଆଶା ଭୋସଲେ ହଜାର ହଜାର ଗୀତ ଗାଇଛନ୍ତି। ତାଙ୍କୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ପଦ୍ମ ବିଭୂଷଣ’ରେ ସମ୍ମାନିତ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking