ହାର୍ଦ୍ଦିକଙ୍କ ସ୍ଥାନରେ ଅଶ୍ୱିନଙ୍କୁ ଟିମରେ ମିଳିପାରେ ସ୍ଥାନ

ବ୍ୟୁରୋ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ମ୍ୟାଚ୍‌ ଲକ୍ଷ୍ନୌରେ ବିଶ୍ୱକପ ୨୦୨୩ ମ୍ୟାଚ୍‌ ଖେଳାଯିବ । ଏହି ମ୍ୟାଚ୍‌ ପାଇଁ ଭାରତୀୟ କ୍ରିକେଟ ଟିମର ଚିନ୍ତା ବଢିଯାଇଛି । ଟିମ୍‌ ଏବେ ପଏଣ୍ଟ ଟେବୁଲ ଶୀର୍ଷରେ ରହିଛି । ୫ଟି ଯାକ ମ୍ୟାଚ୍‌ ଖେଳି ସବୁ ଜିତିଛି । ତେବେ ଟିମର ଷ୍ଟାର ବୋଲର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି । ତେଣୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକ ଖେଳିବେନି ଆଉ ଏଭଳି ସ୍ଥିତିରେ ରବିଚନ୍ଦ୍ରନ … Continue reading ହାର୍ଦ୍ଦିକଙ୍କ ସ୍ଥାନରେ ଅଶ୍ୱିନଙ୍କୁ ଟିମରେ ମିଳିପାରେ ସ୍ଥାନ