ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଏଏସ୍‌ଆଇର ଚିଠି

ଭୁବନେଶ୍ୱର : ଖୋଲିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏନେଇ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଯାଞ୍ଚ କରାଯିବ । ଗତ ୮ ତାରିଖରେ ଏଏସଆଇ ଏହି ଚିଠି ଲେଖିଥିବା ଜଣାପଡ଼ିଛି । ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହିତ ରାଜ୍ୟ ଆଇନ ବିଭାଗ ସଚିବଙ୍କୁ ମଧ୍ୟ ଏଏସଆଇ ଚିଠି ଲେଖିଛନ୍ତି । ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଥିବା ଅଳଙ୍କାରକୁ ନେଇ ଭକ୍ତ … Continue reading ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଏଏସ୍‌ଆଇର ଚିଠି