18.1 C
Bhubaneswar
Friday, November 22, 2024
Homeଦେଶ ବିଦେଶଏଏସଓ ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ: ହାଇକୋର୍ଟ

ଏଏସଓ ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ: ହାଇକୋର୍ଟ

 ଭୁବନେଶ୍ୱର: ଏଏସ୍ଓ ମେରିଷ୍ଟ ଲିଷ୍ଟ ଖାରଜ । ହାଇକୋର୍ଟରେ ଏଏସଓ ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣୀ ହୋଇଛି । ଓପିଏସସି ଦ୍ୱାରା ପରିଚାଳିତ ଏଏସଓ ପରୀକ୍ଷାର ମେରିଷ୍ଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ତା ସହିତ ୨ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି । ତେବେ ଲିଖିତ ପରୀକ୍ଷାର ମୋଟ ମାର୍କ ଆଧାରରେ ପ୍ରସ୍ତୁତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୭୦୬ଟି ଏଏସଓ ପଦବୀ ପାଇଁ ଗତ ଅଗଷ୍ଟ ମାସରେ ପରୀକ୍ଷା ହୋଇଥିଲା ।

ନୂଆ ସଂସଦ ଭବନର ୨୮ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking