30.1 C
Bhubaneswar
Sunday, July 7, 2024
Homeଓଡିଶାଏଏସଓଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଏଏସଓଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଭୁବନେଶ୍ୱର : ଲୋକସେବା ଭବନରେ କାର୍ଯ୍ୟରତ ଏଏସଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଏଏସଓଙ୍କ ନାମ ମୋରା ମାରାଣ୍ଡି । କୌଣସି କାରଣକୁ ନେଇ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି । ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମଟମ୍ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠା ଯାଇଛି ।

ରାସ୍ତାରେ ଜଳିଗଲା କଲେଜ ବସ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking