ଏଏସଓଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର
ଭୁବନେଶ୍ୱର : ଲୋକସେବା ଭବନରେ କାର୍ଯ୍ୟରତ ଏଏସଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଏଏସଓଙ୍କ ନାମ ମୋରା ମାରାଣ୍ଡି । କୌଣସି କାରଣକୁ ନେଇ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି । ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମଟମ୍ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠା ଯାଇଛି । ରାସ୍ତାରେ ଜଳିଗଲା କଲେଜ ବସ
Copy and paste this URL into your WordPress site to embed
Copy and paste this code into your site to embed