22.1 C
Bhubaneswar
Sunday, January 23, 2022
Homeଆସାମ ନିର୍ବାଚନଆସାମ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା

ଆସାମ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା

ନୂଆଦିଲ୍ଲୀ : ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲା ଆଜି ଇସ୍ତଫା ଦେଇଛନ୍ତି । ସେ ଆଜି ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ଇସ୍ତଫାପତ୍ର ଦେଇଛନ୍ତି । ତେବେ ଆଜି ଆସାମ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ ବୋଲି ସୁଚନା ମିଳିଛି । ଏହି ବୈଠକରେ ପ୍ରଭାରୀ ବୈଜୟନ୍ତ ପଣ୍ଡା ଓ ବି.ଲ୍.ସନ୍ତୋଷ ଉପସ୍ଥିତ ରହିବେ। ସର୍ବାନନ୍ଦ ସୋନୱାଲା ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ଏନେଇ ଏବେ କଳ୍ପନା ଜଳ୍ପନା ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking