33.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଗୃହ ୩ଟା ପର୍ଯ୍ୟନ୍ତ ମୁଲତବି

ଗୃହ ୩ଟା ପର୍ଯ୍ୟନ୍ତ ମୁଲତବି

ଭୁବନେଶ୍ୱର : ବିରୋଧୀ ଦଳଙ୍କ ପ୍ରବଳ ହଙ୍ଗାମା ମଧ୍ୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୩ଟା ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ । ସୂଚନାଯୋଗ୍ୟ ଶନିବାର ଅପରାହ୍ଣର ଅଧିବେଶନରେ ପୋଡ଼ିୟମ ଉପରକୁ ଚଢ଼ି ମାଇକ୍ ଓ କାଚ ଭାଙ୍ଗିଥିଲେ ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ । ବ୍ୟାନର ସହ ଗୃହରେ ନାରାବାଜି କଲେ ବିଜେପି ସଦସ୍ୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking