27.1 C
Bhubaneswar
Thursday, April 25, 2024
Homeଓଡିଶାଅପରାହ୍ନ ୩ଟା ଯାଏଁ ଗୃହ ମୁଲତବି

ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି ଅଧିବେଶନ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରୁ ଭିସିରେ ୬ ବିଧାୟକ ଉପସ୍ଥିତ ରହିଛନ୍ତି । ତେବେ ଭିସି ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖାଯାଇଛି । ଏହି ଶୋକ ପ୍ରସ୍ତାବ ଦିଗଂଗତ ନେତା, କୋଭିଡ ଯୋଦ୍ଧା ଓ ସହିଦଙ୍କ ଉଦ୍ଦ୍ୟେଶରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking