ଭୁବନେଶ୍ୱର: ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ।ସେପ୍ଟେମ୍ବର ୧୮ରୁ ୨୫ ତାରିଖ ଯାଏଁ ଚାଲିବ ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି ।