22.1 C
Bhubaneswar
Friday, December 5, 2025
Homeଓଡିଶାବିଧାନସଭା ପ୍ରଶ୍ନକାଳ ସ୍ୱାଭାବିକ

ବିଧାନସଭା ପ୍ରଶ୍ନକାଳ ସ୍ୱାଭାବିକ

ଭୁବନେଶ୍ୱର: ବିଧାନସଭା ଅଧିବେଶନର ପଞ୍ଚମ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ରହିଛି । ଗୃହରେ ଆଜି ବିଭିନ୍ନ ବିଭାଗର ପ୍ରଶ୍ନ ଉପରେ ଆଲୋଚନା ହେଉଛି ।  ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗର ରହିଛି ପ୍ରଶ୍ନକାଳ । ଏଥି ସହିତ ଗୃହ ନିର୍ମାଣ ଓ ପୌର ଉନ୍ନୟନ ବିଭାଗର ପ୍ରଶ୍ନକାଳ ରହିଛି । ବିଭିନ୍ନ ବିଭାଗର ମନ୍ତ୍ରୀ ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି । ଅନ୍ୱେଷା ଯୋଜନା ବନ୍ଦ କରିବା ଷଡଯନ୍ତ୍ର ଉପରେ ଗୃହର କଂଗ୍ରେସ ମୁଲତବି ପ୍ରସ୍ତାବ ଆଣିପାରେ ।ଆଜି  ସରଗରମ ହୋଇପାରେ ବିଧାନସଭା । ଗତକାଲି ବିଜେଡି ସୁଭଦ୍ରା ଯୋଜନା,  ମିଶନ ଶକ୍ତି ବିରୋଧରେ ମୁଲତବୀ ପ୍ରସ୍ତାବ ଗୃହୀତ କରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking