28.1 C
Bhubaneswar
Sunday, September 8, 2024
Homeଓଡିଶାଆଜିଠୁ ବିଧାନସଭା ଅଧିବେଶନ

ଆଜିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର : ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳଙ୍କ ଅଭଇଭାଷଣରୁ ଆରମ୍ଭ ହେବ ଅଧିବେଶନ । ୨ଟି ପର୍ଯ୍ୟାୟରେ୍ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୫ ତାରିଖରେ ଉପସ୍ଥିତ ହେବ ପୂର୍ଣ୍ଣାଙ୍ଗ ବଜେଟ୍ । ବିରୋଧୀ ଦଳ ନେତା ଭୂମିକାରେ ନଜର ଆସିବେ ନବୀନ ପଟ୍ଟନାୟକ । ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହେବ । ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ ଦୁଇଟି ପର୍ୟ୍ୟାୟରେ ସେପ୍ଟେମ୍ବର ୧୩ ଯାଏଁ ଚାଲିବ। ତେଣୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିବା ଆଶା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking