35.1 C
Bhubaneswar
Tuesday, October 1, 2024
Homeଓଡିଶାବିଧାନସଭା ଷ୍ଟାଣ୍ଡିଂ କମିଟି ବୈଠକ

ବିଧାନସଭା ଷ୍ଟାଣ୍ଡିଂ କମିଟି ବୈଠକ

ଭୁବନେଶ୍ୱର : ପୁରୀରେ ବିଧାନସଭା ଷ୍ଟାଣ୍ଡିଂ କମିଟି ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଚାଲିଛି ବୈଠକ । ଷ୍ଟାଣ୍ଡି କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ । ଜିଲ୍ଲାପାଳଙ୍କ ସହ ଶ୍ରୀମନ୍ଦିର କାର୍ଯ୍ୟାଳୟର ଅଧିକାରୀ ସାମିଲ୍ । ଶ୍ରୀମନ୍ଦିର ପରିକ୍ରମା ପଷ୍ଠଳୂର ଉନ୍ନତମଳକ କାର୍ଯ୍ୟ ନେଇ ସମୀକ୍ଷା । ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ ସମୀକ୍ଷା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking