ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

ବାରିପଦା : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ବାରିପଦା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍  ।  ଏକ କାଳୀନ ୫ଟି ସ୍ଥାନରେ ରେଡ୍ କରାଯାଉଛି  ।  ତେବେ ଚଢାଉ ହେଉଥିବା ସ୍ଥାନ ମାନଙ୍କ ମଧ୍ୟରେ ରହିଛି ତାଙ୍କ ବାସଭବନ, ଅଫିସ ଓ ସମ୍ପର୍କୀୟଙ୍କ ଘର  ।ବାରିପଦା ରଘୁନାଥପୁରରେ ତିନି ମହଲା ଆବାସିକ ଘର … Continue reading ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍