25.1 C
Bhubaneswar
Thursday, April 30, 2026
Homeଓଡିଶାଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

କେନ୍ଦୁଝର: ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ   କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ ।ଏହାପରେ ହାଡ଼ିବନ୍ଧୁ ବେହେରାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking