ସକାଳ ୮ ବେଳକୁ ପ୍ରଚଣ୍ଡ ତାତି

ଭୁବନେଶ୍ୱର : ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟରେ ଅସମ୍ଭାଳ ତାତି ଦେଖିବାକୁ ମିଳିଛି। ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ବର ୩୪.୪ ଡଗ୍ରି ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଏଣେ ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ କରାଯାଇଛି। ତେଣେ ଚାନ୍ଦବାଲିରେ ୩୨.୬, ପୁରୀରେ ୩୨.୪, କେନ୍ଦୁଝରରେ ୩୧.୨, ଝାରସୁଗୁଡ଼ା ଓ ଗୋପାଳପୁରରେ ତାପମାତ୍ରା ୩୧.୪ ଡିଗ୍ରି ରେକର୍ଡ ହୋଇଛି। ଠିକ୍ ସେହିପରି ରାଉରକେଲାରେ ସକାଳ ସାଢ଼େ … Continue reading ସକାଳ ୮ ବେଳକୁ ପ୍ରଚଣ୍ଡ ତାତି