34.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଉଷା ପାଢୀ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି

ଉଷା ପାଢୀ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି

ଭୁବନେଶ୍ୱର: ଓଡିଶା କ୍ୟାଡର ଆଇଏଏସ ଉଷା ପାଢୀଙ୍କୁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ମିଳିଛି । ବ୍ୟୁରୋ ଅଫ୍ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବେ ନିଯୁକ୍ତି ପାଇଛନ୍ତି ଉଷା । ପ୍ରଥମ ମହିଳା ଭାବରେ ସିଭିଲ ଆଭିଏସନ ସିକ୍ୟୁରିଟି ଡିଜି ଭାବରେ ତାଙ୍କୁ ନିଯୁକ୍ତି ଦିଆଯାଇଛି । ନୂଆ ନିଯୁକ୍ତି ପାଇଥିବା ନେଇ ସେ ନିଜେ ଟ୍ୱିଟ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking