32.1 C
Bhubaneswar
Thursday, May 2, 2024
Homeଓଡିଶାବିଜେଡି ଛାଡ଼ିଲେ ଆଠମଲ୍ଲିକ ବିଧାୟକ

ବିଜେଡି ଛାଡ଼ିଲେ ଆଠମଲ୍ଲିକ ବିଧାୟକ

ଭୁବନେଶ୍ୱର : ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ । ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସୂଚନାଯୋଗ୍ୟ, ବିଜେଡି ଗତକାଲି ଦ୍ୱିତୀୟ ପର୍ଯ୍ୟାୟରେ ୨୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସେଥିରେ ରମେଶ ଚନ୍ଦ୍ର ସାଏଙ୍କ ନାମ ନଥିଲା । ଏଥର ଦଳ ଆଠମଲ୍ଲିକ ଆସନରୁ ନଳିନୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking