28.1 C
Bhubaneswar
Monday, November 9, 2026
Homeଓଡିଶାତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାରକୁ ଆକ୍ରମଣ

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାରକୁ ଆକ୍ରମଣ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ମରଣାନ୍ତକ ଆକ୍ରମଣ। ଗାଁର ଦୁଇ ଯୁବକଙ୍କ ଆକ୍ରମଣରେ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ବାପା, ଭାଇ ଓ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି। ଗତକାଲିର ଏହି ଘଟଣା ମହାକାଳପଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ତିନି ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ମାର୍ଶାଘାଇ ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking