27.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶଗୁଲମାର୍ଗରେ ହିମସ୍ଖଳନ ; ୧ ମୃତ

ଗୁଲମାର୍ଗରେ ହିମସ୍ଖଳନ ; ୧ ମୃତ

ଜାମ୍ମୁ କାଶ୍ମୀର : ଜାମ୍ମୁ କାଶ୍ମୀରର ଗୁଲମାର୍ଗରେ ବରଫପାତର ମନଲୋଭା ଦୃଶ୍ୟକୁ ଉପଭୋଗ କରିବା ପାଇଁ ଦେଶ ତଥା ଦେଶ ବାହାରୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଥାଏ । ଗୁଲମାର୍ଗରେ ୬ଜଣ ପର୍ଯ୍ୟଟକ ବରଫପାତକୁ ଦେଖିବା ଆସିଥିଲେ । ହଠାତ ସେଠାରେ ହିମସ୍ଖଳନ ହୋଇଥିଲା। ଯାହାଫଳରେ ପର୍ଯ୍ୟଟକମାନେ ସେଠାରୁ ବାହାରକୁ ଆସିପାରିନଥିଲେ । ଉଦ୍ଧାରକାରୀ ଟିମ ଘଟଣାସ୍ଥଳରେ ପହଞ୍ଚି ୬ଜଣ ପର୍ଯ୍ୟଟକଙ୍କ ମଧ୍ୟରୁ ୪ ଜଣଙ୍କୁ ଉଦ୍ଧାର କରିଛନ୍ତି । ଏହି ଘଟଣାରେ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହେବାସହିତ ଆଉ ଜଣେ ପର୍ଯ୍ୟଟକ ଏ ପର୍ଯ୍ୟନ୍ତ ନିଖୋଜ ଅଛନ୍ତି । ଉଦ୍ଧାର ହୋଇଥିବା ପର୍ଯ୍ୟଟକଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking