ସୋଆରେ ସିପିଆର ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର : ଯୁବ ସମାଜ ମଧ୍ୟରେ ହୃଦଘାତ ଜନିତ ମୃତ୍ୟୁକୁ ଏଡାଇବା ନିମନ୍ତେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେସ୍ (ଏସ୍ପିଏସ୍) ଠାରେ କାର୍ଡିଓ ପଲମ୍ୟୁନାରୀ ରେସୁସିଟେସନ୍ (ସିପିଆର) ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫାର୍ମାସୀ କାଉନ୍ସିଲ୍ ଅଫ୍ ଇଣ୍ଡିଆ( ପିସିଆଇ)ର ସହଯୋଗିତାରେ ନ୍ୟାସ୍ନାଲ୍ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ୍ ସାଇନସେସ୍ (ଏନ୍ବିଇଏମଏସ) ଦ୍ୱାରା ଏହି ଅନ୍ଲାଇନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏନ୍ବିଇଏମଏସ … Continue reading ସୋଆରେ ସିପିଆର ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Copy and paste this URL into your WordPress site to embed
Copy and paste this code into your site to embed