22.1 C
Bhubaneswar
Saturday, March 22, 2025
Homeଦେଶ ବିଦେଶଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ

ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ

ନୂଆଦିଲ୍ଲୀ : ଅଯୋଧ୍ୟା  ରାମ ମନ୍ଦିର ମୁଖ୍ୟ ପୂଜକ ସତ୍ୟେନ୍ଦ୍ର ଦାସଙ୍କ  ପରଲୋକ ହୋଇଛି । ସସେ ୩ ଦଶନ୍ଧି ଧରି  ରାମ ମନ୍ଦିରର ପୂଜକ ଥିଲେ । ୮୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି   ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।  ତାଙ୍କ ବିୟୋଗରେ ଉତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି। ୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ ସନ୍ନ୍ୟାସ ଜୀବନ ଗ୍ରହଣ କରିଥିଲେ। ୧୯୯୨ ମସିହାରରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking