27.1 C
Bhubaneswar
Thursday, April 25, 2024
Homeଓଡିଶାବିଭୁ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ବିଭୁ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର: ଓଏଏସ ବିଭୁପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୈତିକ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର ।
ବିଭୁଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଥିଲା। ଜୁଲାଇ ୯ ତାରିଖରେ ବିଭୁଙ୍କୁ ଗିରଫ କରିଥିଲା ମହିଳା ଥାନା ପୁଲିସ। ଏହାକୁ ନେଇ ସେ ବିବାଦରେ ଫସି ରହିଥିଲେ। ବିଭୁ ଗିରଫ ହେବାରୁ ତାଙ୍କୁ ସରକାର ଚାକିରିରୁ ନିଲମ୍ବିତ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking