18.1 C
Bhubaneswar
Wednesday, February 4, 2026
Homeଓଡିଶାଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର: ଆନ୍ଦୋଳନରୁ ଓହରିଲେ ଆୟୁଷ ଡାକ୍ତର । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ । ୩୦ ଦିନ ମଧ୍ୟରେ ଦାବୀ ପୂରଣ ପାଇଁ ପ୍ରତିଶ୍ରୁତି ମିଳିଥିବା ସୂଚନା ମିଳିଛି । ୧୦ ଦଫା ଦାବି ନେଇ ଆନ୍ଦୋଳନରେ ବସିଥିଲେ ଆୟୁଷ ଡାକ୍ତର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking