କଟକ: ବାଲିଯାତ୍ରା ପଡିଆରେ ହେବ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ । ୧୧ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଶୁଭାରମ୍ଭ କରିବେ । ସମୀକ୍ଷା ପରେ ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।