33.1 C
Bhubaneswar
Tuesday, June 2, 2026
Homeଓଡିଶାଚନ୍ଦକାରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା

ଚନ୍ଦକାରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଚନ୍ଦକା ଥାନା ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନ (ନିସ୍) ରେ ବିଟେକ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଛନ୍ତି। ଛାତ୍ର ଜଣକ ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଏହି ଶିକ୍ଷାନୁଷ୍ଠାନର ଛାତ୍ରବାସରେ ରହୁଥିଲେ। ତେବେ ସେ କାହିଁକି ଏପରି କରିଛନ୍ତି ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳିନାହିଁ। ଖବର ପାଇ ଘଟଣାସ୍ଥଳରେ ଚନ୍ଦକା ପୁଲିସ ପହଁଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking