25.1 C
Bhubaneswar
Thursday, February 5, 2026
Homeଓଡିଶାନୂଆପଡାରେ ବୈଜୟନ୍ତ ପଣ୍ଡାଙ୍କ ରୋଡ୍ ସୋ’

ନୂଆପଡାରେ ବୈଜୟନ୍ତ ପଣ୍ଡାଙ୍କ ରୋଡ୍ ସୋ’

ନୂଆପଡା: ନୂଆପଡାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡା ପ୍ରଚାର କରୁଛନ୍ତି। ଚା’ ପେ ଚର୍ଚ୍ଚା ଓ ରୋଡ୍ ସୋ’ ରେ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ବିଜେପିର ମାରାଥନ ନିର୍ବାଚନ ପ୍ରଚାରରେ ବୈଜୟନ୍ତ ପଣ୍ଡା ସାମିଲ ହୋଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ବରିଷ୍ଠ ନେତା ବସନ୍ତ ପଣ୍ଡା ମଧ୍ୟ ପ୍ରଚାରରେ ସାମିଲ ହୋଇଛନ୍ତି। ଚା’ ପେ ଚର୍ଚ୍ଚା ଓ ରୋଡ୍ ସୋ’ ରେ ସାମିଲ ହୋଇ ଭୋଟ୍ ମାଗିଲେ ଜୟ ଢୋଲକିଆ। ସୂଚନାଯୋଗ୍ୟ, ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍‍ ଗ୍ରହଣ ହେବ, ଏବଂ ୧୪ରେ ଭୋଟ ଗଣତି କରାଯାଇ, ଫଳାଫଳ ପ୍ରକାଶ ପାଇବ । ୧୬ତାରିଖ ସୁଦ୍ଧା ସମଗ୍ର ନିର୍ବାଚନ ପ୍ରକ୍ରିୟା ଶେଷ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking