17.1 C
Bhubaneswar
Tuesday, December 9, 2025
Homeଓଡିଶାବାଜା ଗାଡ଼ି ଓଲଟି ୨ ମୃତ: ୨୫ ଆହତ

ବାଜା ଗାଡ଼ି ଓଲଟି ୨ ମୃତ: ୨୫ ଆହତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ସୋନପୁର-ବଲାଙ୍ଗୀର ଜାତୀୟ ରାଜପଥ ୫୭ର ହରଡଖୋଲ ଛକ ନିକଟରେ ଏକ ଦୁଲଦୁଲି ବାଜା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି । ୨ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking