32.1 C
Bhubaneswar
Saturday, October 19, 2024
Homeଓଡିଶାବିଜେଡି ଛାଡ଼ିଲେ ବଳଭଦ୍ର ମାଝୀ

ବିଜେଡି ଛାଡ଼ିଲେ ବଳଭଦ୍ର ମାଝୀ

ଭୁବନେଶ୍ୱର: ବିଜେଡିକୁ ବାଏ ବାଏ । ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ । ସେ ହେଉଛନ୍ତି ବଳଭଦ୍ର ମାଝୀ । ଶ୍ରୀ ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।

ଏନେଇ ସେ ଦଳର  ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦଳରେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି ।

ତେବେ ଆଗକୁ ସାଧାରଣ ନିର୍ବାଚନ । ଯେଉଁଥି ପାଇଁ ଆଉ ଦିନ କେଇଟାଏ ଅଛି । ଏହା ପୂର୍ବରୁ ଶ୍ରୀ ମାଝୀ ଛାଡ଼ିଛନ୍ତି । ତେଣୁ ସେ ବିଜେଡି ଛାଡ଼ି ବିଜେପି କିମ୍ବା କଂଗ୍ରେସରେ ସାମିଲ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking