18.1 C
Bhubaneswar
Wednesday, February 4, 2026
Homeଓଡିଶାଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତା

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତା

ଭୁବନେଶ୍ୱର: ପୁରୀ ବଳଙ୍ଗାରେ ନାବାଳିକା ଜଳିଯିବା ଘଟଣା । ଦିଲ୍ଲୀ ଏମ୍ସରେ ପହଞ୍ଚିଲେ ବଳଙ୍ଗା ପୀଡିତା । ସ୍ୱତନ୍ତ୍ର ଏୟାର ଆମ୍ବୁଲାନ୍ସରେ ଯାଇ ଦିଲ୍ଲୀ ଏମ୍ସରେ ପହଞ୍ଚିଲେ । ଆଜି ଅପରାହ୍ନରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା । ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇ ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟନିଟ୍‌ରେ ଭର୍ତ୍ତି କରାଯାଇଛି। ଏହି କ୍ରମରେ ଆଜି ଅପରାହ୍‌ଣରେ ଏମ୍ସ ଭୁବନେଶ୍ବରରୁ ଗ୍ରୀନ୍‌ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା। ଏହା ପରେ ଏୟାର  ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking