29.1 C
Bhubaneswar
Saturday, April 27, 2024
Homeଓଡିଶାନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର: ବାଲେଶ୍ୱର ବିଧାନସଭାରେ ବିଜେଡି ଆଗୁଆ । ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ବର୍ତମାନ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩୭୭୦ ଭୋଟରେ ଆଗୁଆ ରହିଛି । ଏ ଯାବତ ଦୁଇଟି ଯାକ ଆସନରେ ବିଜେଡି ଆଗରେ ରହିଛି । ସେହିଭଳି ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୪୫୬୧ ଭୋଟରେ ଆଗୁଆ ରହିଥିବା ସୂଚନା ମିଳିଛି । ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୨୦୭୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୭,୫୧୪ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୬୮୩୫ଟି ଭୋଟ୍ ପାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking