ରଘୁନାଥ ବିଜେପି ପ୍ରଚାର କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନ ପାଇଁ ବିଜେପିର ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଛି । ବିଜେପିର ପ୍ରଚାର କମିଟି ଅଧ୍ୟକ୍ଷ ହୋଇଛନ୍ତି ରଘୁନାଥ ମହାନ୍ତି । ୧୩ ଜଣିଆ ପ୍ରଚାର କମିଟିର ଅଧ୍ୟକ୍ଷ ଭାବରେ ରଘୁନାଥଙ୍କୁ ଦାୟିତ୍ୱ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here