28.1 C
Bhubaneswar
Saturday, April 27, 2024
Homeଓଡିଶାନିଖୋଜ ନାବାଳିକାର ମୃତଦେହ ଉଦ୍ଧାର

ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର

ବାଲେଶ୍ୱର : ବାଲିଆପାଳ ଥାନା ଅଞ୍ଚଳରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ସୁନ୍ଦରକୋଇଲିଗାଁର ଏକ ପୋଖରୀ ହୁଡ଼ାରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ଉକ୍ତ ନାବାଳିକାଟିର ବୟସ ୭ ବର୍ଷ ଓ ଶୁକ୍ରବାର ଠାରୁ ସେ ନିଖୋଜ ଥିଲେ ବୋଲି ଜଣାପଡ଼ିଛି। ଖୋଜାଖୋଜି ପରେ ନପାଇବାରୁ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଜଣଙ୍କୁ ଅଟକ ରଖି ପଚରାଉଚରା ସହ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking