ଆଜିଠୁ ବାଲିଯାତ୍ରା ପ୍ଲଟ ରେଜିଷ୍ଟ୍ରେସନ ଆରମ୍ଭ ,୧୦ ଯାଏ ଚାଲିବ ପଞ୍ଜିକରଣ

କଟକ : ଆସନ୍ତା ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ଯାଏଁ ଚାଲିବ କଟକର ଐତିହାସିକ ବାଲିଯାତ୍ରା। ଆଜିଠାରୁ ଆରମ୍ଭ ହୋଇଛି କ୍ଷୁଦ୍ର ବ୍ୟବସାୟୀ, ବିଭିନ୍ନ ଅନୁଷ୍ଠାନ, ସାଧାରଣ ବ୍ୟବସାୟୀଙ୍କ ପ୍ଲଟ ଆବଣ୍ଟନ ପାଇଁ ପଞ୍ଜିକରଣ ପ୍ରକ୍ରିୟା। ନଭେମ୍ବର ୪ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ପ୍ଲଟ ପଞ୍ଜୀକରଣ ପ୍ରକ୍ରିୟା ଚାଲିବ। ୧୧ ତାରିଖରୁ ୧୫ ତାରିଖ ଭିତରେ ପ୍ଲଟ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ସମସ୍ତ ପ୍ଲଟ ଆବଣ୍ଟନ ପ୍ରକ୍ରିୟା ନଭେମ୍ବର … Continue reading ଆଜିଠୁ ବାଲିଯାତ୍ରା ପ୍ଲଟ ରେଜିଷ୍ଟ୍ରେସନ ଆରମ୍ଭ ,୧୦ ଯାଏ ଚାଲିବ ପଞ୍ଜିକରଣ