16.1 C
Bhubaneswar
Sunday, December 7, 2025
Homeଓଡିଶାଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ।  ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking