31.1 C
Bhubaneswar
Tuesday, March 24, 2026
Homeଓଡିଶାବନକଲାଗି :  ୪ ଘଣ୍ଟା ଦର୍ଶନ ବନ୍ଦ

ବନକଲାଗି :  ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଆଜି ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ରହିଛି । ଗୁପ୍ତ ନୀତି ପାଇଁ ୪ ଘଣ୍ଟା ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking