35.1 C
Bhubaneswar
Wednesday, April 23, 2025
Homeଓଡିଶାବନକଲାଗି ନୀତି: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ବନକଲାଗି ନୀତି: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ   ଦର୍ଶନ ବନ୍ଦ ହେବ ।  ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ ।  ଏହାପରେ ଆପାତତଃ ଅପରାହ୍ନ  ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking